23.8 C
Ganjām
Monday, December 6, 2021
Homeଗଞ୍ଜାମବୃଦ୍ଧ ବୃଦ୍ଧା,ଭିନ୍ନକ୍ଷମ ଓ ବିଧବା ମହିଳା ମାନଙ୍କୁ ଭତ୍ତା ବଣ୍ଟନ

ବୃଦ୍ଧ ବୃଦ୍ଧା,ଭିନ୍ନକ୍ଷମ ଓ ବିଧବା ମହିଳା ମାନଙ୍କୁ ଭତ୍ତା ବଣ୍ଟନ

Ganjam Post ତା-୦୨/୧୧/୨୦୨୧: ବୁଗୁଡା ବ୍ଲକ ଅନ୍ତର୍ଗତ ଅରଖପୁର, ବାଲିପଦର ଓ କଳମ୍ବ ତିନି ଗୋଟି ଗ୍ରାମ ପଞ୍ଚାୟତ କୁ ଯାଇ ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ବୃଦ୍ଧ ବୃଦ୍ଧା,ଭିନ୍ନକ୍ଷମ ଓ

ବିଧବା ମହିଳା ମାନଙ୍କୁ ଭତ୍ତା ବଣ୍ଟନ କରିବା ସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ଗ୍ରାମବାସୀ ଙ୍କ ସହ ଆଲୋଚନା କରିଛନ୍ତି

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments