23.8 C
Ganjām
Monday, December 6, 2021
Homeଗଞ୍ଜାମ୫୦ ରୁ ଉର୍ଦ୍ଧ୍ବ ବିଜେପି ପରିବାର ବିଜେପି ଦଳ ତ୍ୟାଗକରି ବିଜୁ ଜନତା ଦଳରେ ସାମିଲ...

୫୦ ରୁ ଉର୍ଦ୍ଧ୍ବ ବିଜେପି ପରିବାର ବିଜେପି ଦଳ ତ୍ୟାଗକରି ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି

Ganjam Post:(ତା-୦୭/୧୧/୨୦୨୧)ପୋଲସରା ବ୍ଲକ ଅନ୍ତର୍ଗତ ମାଳ ତେନ୍ତୁଳିଆ ଗ୍ରାମ ଠାରେ ବିଜୁ ଜନତା ଦଳର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ସୁଭଲାଭ ପ୍ରଧାନ ଏବଂ ଟୁକୁନା ସାହୁ ଙ୍କ ନେତୃତ୍ୱରେ

୫୦ ରୁ ଉର୍ଦ୍ଧ୍ବ ବିଜେପି ପରିବାର ବିଜେପି ଦଳ ତ୍ୟାଗକରି ବିଜୁ ଜନତା ଦଳରେ ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଙ୍କ ଉପସ୍ଥିତିରେ ସାମିଲ ହୋଇଛନ୍ତି।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments