23.8 C
Ganjām
Monday, December 6, 2021
Homeଓଡିଶାଓମଫେଡ୍ ଡାଏରୀ ପ୍ଲାଣ୍ଟର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓମଫେଡ୍ ଡାଏରୀ ପ୍ଲାଣ୍ଟର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Ganjam Post : ଆଜି ଉଦଘାଟିତ ହୋଇଛି ରାଜ୍ୟର ସର୍ବବୃହତ ଓମଫେଡ୍ ଡାଏରୀ ପ୍ଲାଣ୍ଟ । କଟକ ବାରଙ୍ଗ ବ୍ଲକ ଅରିଲୋରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ ଲକ୍ଷ ଲିଟର କ୍ଷମତା ବିଶିଷ୍ଟ ବିଶିଷ୍ଟ ଓମଫେଡ୍ ମେଗା ଡାଏରୀ ପ୍ଲାଣ୍ଟ ଉଦଘାଟନ କରିଛନ୍ତି । ୩ଶହ କୋଟି ଟଙ୍କା ବ୍ୟୟରେ ଏହି ଅତ୍ୟାଧୁନିକ ଅଟୋ ମୋଟିକ ଡାଏରୀ ପ୍ଲାଣ୍ଟ ନିର୍ମାଣ କରାଯାଇଛି।

ଓମଫେଡର ବିକାଶରେ ୩ ଲକ୍ଷ ଚାଷୀଙ୍କ ଅବଦାନ ରହିଛି ।ଏହି ଡାଏରୀ ଦ୍ୱାରା ପାଖାପାଖି ୬ ଲକ୍ଷ ଚାଷୀ ଉପକୃତ ହେବେ ବୋଲି ଜଣାପଡ଼ିଛି।ଏହି ୟୁନିଟରେ ଦୈନିକ ୫ଲକ୍ଷ ଲିଟର ଦୁଗ୍ଧ ପକ୍ରିୟାକରଣ ହେବ। ଉନ୍ନତମାନର ଘିଅ, ଦହି ଓ ଦୁଗ୍ଧ ଜାତ ଦ୍ରବ୍ୟ ଉତ୍ପାଦନ ହେବ। ଏହି ପ୍ଲାଣ୍ଟ ନିର୍ମାଣ ଦ୍ୱାରା ଦୁଗ୍ଧ ଚାଷୀ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଲୋକାର୍ପଣ କରିବା ପରେ ମୁଖ୍ୟମନ୍ତ୍ରୀ ଏହି ପ୍ଲାଣ୍ଟକୁ ବୁଲି ଦେଖିଛନ୍ତି।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments